ପୂର୍ଣ୍ଣଚନ୍ଦ୍ର 'ଓଡ଼ିଆ ଭାଷା କୋଷ' ର ସ୍ରଷ୍ଟା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 27 ସେପ୍ଟେମ୍ବର (ହି.ସ.) - ପୂର୍ଣ୍ଣଚନ୍ଦ୍ର ''ଓଡ଼ିଆ ଭାଷା କୋଷ'' ର ସ୍ରଷ୍ଟା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ
ପୂର୍ଣ୍ଣଚନ୍ଦ୍ର 'ଓଡ଼ିଆ ଭାଷା କୋଷ' ର ସ୍ରଷ୍ଟା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ     ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 27 ସେପ୍ଟେମ୍ବର (ହି.ସ.)

- ପୂର୍ଣ୍ଣଚନ୍ଦ୍ର

'ଓଡ଼ିଆ ଭାଷା କୋଷ' ର ସ୍ରଷ୍ଟା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ

କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା-ସାହିତ୍ୟର ଅମୂଲ୍ୟ ରତ୍ନ ପୂର୍ଣ୍ଣଚନ୍ଦ୍ର 'ଓଡ଼ିଆ ଭାଷା କୋଷ' ର ସ୍ରଷ୍ଟା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀ ଅବସରରେ

ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande