ଭଗତ ସିଂହଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଳିଦାନୀ ଭଗତ ସିଂହଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମହାନ କ୍ରାନ୍ତିକାରୀ, ଅମର ଶହୀଦ ବୀର ଭଗତ ସିଂହଙ୍କ ଜୟନ୍ତୀ ଅବସରରେ ମୋର ଭକ୍ତିପୂତ ପ୍ରଣାମ ଜଣାଉଛି । ଦେଶର ଅଖଣ୍ଡତା ଏବଂ
ଭଗତ ସିଂହଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 28 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଳିଦାନୀ ଭଗତ ସିଂହଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମହାନ କ୍ରାନ୍ତିକାରୀ, ଅମର ଶହୀଦ ବୀର ଭଗତ ସିଂହଙ୍କ ଜୟନ୍ତୀ ଅବସରରେ ମୋର ଭକ୍ତିପୂତ ପ୍ରଣାମ ଜଣାଉଛି । ଦେଶର ଅଖଣ୍ଡତା ଏବଂ ସ୍ୱାଧୀନତା ପାଇଁ ତାଙ୍କର ଅଦମ୍ୟ ତ୍ୟାଗ ଓ ବଳିଦାନ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande