ଗୋବିନ୍ଦ ସାହୁଙ୍କ ପରିବାର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ
ଭୁବନେଶ୍ୱର, 28 ସେପ୍ଟେମ୍ବର (ହି.ସ.) କଳାହାଣ୍ଡି ସ୍କୁଲର ପୃଷ୍ଠପୋଷକ ସ୍ବର୍ଗତ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସ ଭବନରେ ଭେଟିଛନ୍ତି। ସେମାନେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ଘଟଣାରେ ସନ୍ଦେହ ପ୍ରକାଶ କରି ଏହାର ପୁନଃ ତଦନ୍ତ ଦାବି କରି ମୁ
ଗୋବିନ୍ଦ ସାହୁଙ୍କ ପରିବାର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ


ଭୁବନେଶ୍ୱର, 28 ସେପ୍ଟେମ୍ବର (ହି.ସ.) କଳାହାଣ୍ଡି ସ୍କୁଲର ପୃଷ୍ଠପୋଷକ ସ୍ବର୍ଗତ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସ ଭବନରେ ଭେଟିଛନ୍ତି।

ସେମାନେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ଘଟଣାରେ ସନ୍ଦେହ ପ୍ରକାଶ କରି ଏହାର ପୁନଃ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡରେ ଗୋବିନ୍ଦ ସାହୁ ଜଣେ ଅଭିଯୁକ୍ତ ଥିଲେ। ରିପୋର୍ଟ ଅନୁଯାୟୀ ଜେଲ୍ ରେ ଥିବା ଅବସ୍ଥାରେ ସେ ଆତ୍ମହତ୍ୟା କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande