ଶ୍ରାଦ୍ଧବାର୍ଷିକୀରେ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 29 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରାବନ୍ଧିକ, ସମାଲୋଚକ, ଶିକ୍ଷାବିତ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ
ଶ୍ରାଦ୍ଧବାର୍ଷିକୀରେ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 29 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରାବନ୍ଧିକ, ସମାଲୋଚକ, ଶିକ୍ଷାବିତ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ ଏବଂ ସଂସ୍କୃତିର ପ୍ରସାର ଓ ପ୍ରଚାର ପାଇଁ ତାଙ୍କ ନିଷ୍ଠାପର ଉଦ୍ୟମ ସର୍ବଦା ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande