ଭୁବନେଶ୍ୱର, 29 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହାସପ୍ତମୀରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ମହାସପ୍ତମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । କଲ୍ୟାଣମୟୀ ମା'ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ