୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
ଜୟପୁର, ୨୯ ସେପ୍ଟେମ୍ବର (ହି.ସ.)- ଜଣେ ୫ ବର୍ଷ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ଗିରଫ କରିଛି ଜୟପୁର ଟାଉନ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଜୟପୁର ହେଲା ନୂଆସାହି ଦେବ ନାୟକ ।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ଘର ଭିତରେ ପଶି ୫ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେ
୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ


ଜୟପୁର, ୨୯ ସେପ୍ଟେମ୍ବର (ହି.ସ.)- ଜଣେ ୫ ବର୍ଷ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ଗିରଫ କରିଛି ଜୟପୁର ଟାଉନ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଜୟପୁର ହେଲା ନୂଆସାହି ଦେବ ନାୟକ ।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ଘର ଭିତରେ ପଶି ୫ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ନାବାଳିକାଙ୍କ ପରିବାର ଲୋକ ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ଜୟପୁର ଟାଉନ ପୋଲିସ ମାମଲା ରୁଜୁ କରିଛି । ଏନେଇ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିବା ବିଷୟ ଟାଉନ ଥାନା ଅଧିକାରି ଉଲ୍ଲାସ ଚନ୍ଦ୍ର ରାଉତ ସୂଚନା ଦେଇଛନ୍ତି l

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande