ଦେଶି ମଦ ଚାଲାଣ ବେଳେ ଚଢାଉ, ୨ ଗିରଫ
ଜୟପୁର, 3 ସେପ୍ଟେମ୍ବର (ହି.ସ.)ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଚଢାଉ କରି ଦୁଇ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ନିଳାଗୁଡା ବଡ ଓଜେଇ ଗ୍ରାମର ବଳଦେବ ଭଇଁସା (୨୨) ଓ ଲଳିତ ଦୁଆରୁ । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବ
ଦେଶି ମଦ  ଚାଲାଣ ବେଳେ ଚଢାଉ, ୨ ଗିରଫ


ଜୟପୁର, 3 ସେପ୍ଟେମ୍ବର (ହି.ସ.)ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଚଢାଉ କରି ଦୁଇ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ନିଳାଗୁଡା ବଡ ଓଜେଇ ଗ୍ରାମର ବଳଦେବ ଭଇଁସା (୨୨) ଓ ଲଳିତ ଦୁଆରୁ । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଜୟନଗର ଠାରେ ମଙ୍ଗଳବାର ରାତ୍ର ରେ ଚଢାଉ କରି ୨ ଅଭିଯୁକ୍ତ କୁ ଗିରଫ କରି ବାଇକ ସହ ୨୯ ଲିଟର ଦେଶି ମଦ ଜବତ କରିଛି । ଗିରଫ ଦୁଇ ଅଭିଯୁକ୍ତ କୁ ଆଜି ଅପରାହ୍ନ ୪ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande