ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)- ଅର୍ଚ୍ଚନା
ନାଗଙ୍କୁ ସ୍ବାମୀ ଜଗବନ୍ଧୁଙ୍କ ହତ୍ୟା ଉଦ୍ୟମ ଅଭିଯୋଗ ହୋଇଛି । ରାତି ଅଧରେ ଅର୍ଚ୍ଚନା ଓ
ତାଙ୍କ ପୁଅଙ୍କୁ ସ୍ବାମୀ ଜଗବନ୍ଧୁ ମାରଣାସ୍ତ୍ରରେ ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଉଦ୍ୟମ
କରିଥିବା ଅଭିଯୋଗ ହୋଇଛି । ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ
ରହିଛନ୍ତି। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୁଲିସ ଅଟକ ରଖିଥିବା ସୂଚନା ମିଳିଛି।
ବେଡରୁମରେ ଶୋଇଥିବା ବେଳେ ସେ
ବେଡରୁମ ୱିଣ୍ଡୋରେ ଆସି, ଘରେ ପଶି ଷ୍ଟାବିଂ କରିବା ପାଇଁ ଚେଷ୍ଟା କରୁଥିବା ଅର୍ଚ୍ଚନା ନାଗ
କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା