ବାଳକକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ମୃତ
ଗଂଜାମ, 3 ସେପ୍ଟେମ୍ବର (ହି.ସ.) କେ ନୂଆ ଗାଁ ଥାନା ଚିକିଟିପେଣ୍ଠ ବସଷ୍ଟାଣ୍ଡ ନିକଟରେ ଆଜି ସକାଳେ ଗୋଟିଏ ଟ୍ରାକ୍ଟର ,ବାଇକକୁ ଧକ୍କା ଦେବା ଫଳରେ ବାଇକ ଆରୋହି ଦୁଈଜଣ ମଧ୍ୟରୁ ପତ୍ନୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଚାଳକ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍
ବାଳକକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ମୃତ


ଗଂଜାମ, 3 ସେପ୍ଟେମ୍ବର (ହି.ସ.)

କେ ନୂଆ ଗାଁ ଥାନା ଚିକିଟିପେଣ୍ଠ ବସଷ୍ଟାଣ୍ଡ ନିକଟରେ ଆଜି ସକାଳେ ଗୋଟିଏ ଟ୍ରାକ୍ଟର ,ବାଇକକୁ ଧକ୍କା ଦେବା ଫଳରେ ବାଇକ ଆରୋହି ଦୁଈଜଣ ମଧ୍ୟରୁ ପତ୍ନୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଚାଳକ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ପୁଲିସ ଘଟଣାର ତଦନ୍ତ କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ


 rajesh pande