ବାଣୀବିହାର ଘଟଣାରେ ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ କୁଳପତିଙ୍କୁ ନିର୍ଦ୍ଦେଶ ଦିଆଯାଇଛି
ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ବାଣୀବିହାର ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବାଣୀବିହାର ଘଟଣାରେ କୁଳପତିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଅଣଛାତ୍ର ହୁଅନ୍ତୁ କିମ୍ବା ଶୈଖିକ ବାତାବରଣ ରଖୁ ନଥିବା ଯେ କୌଣସି ବ୍ୟକ୍ତି ବିଶେଷ ହୁଅନ୍ତୁ
ବାଣୀବିହାର ଘଟଣାରେ ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ କୁଳପତିଙ୍କୁ ନିର୍ଦ୍ଦେଶ ଦିଆଯାଇଛି


ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ବାଣୀବିହାର ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବାଣୀବିହାର ଘଟଣାରେ କୁଳପତିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଅଣଛାତ୍ର ହୁଅନ୍ତୁ କିମ୍ବା ଶୈଖିକ ବାତାବରଣ ରଖୁ ନଥିବା ଯେ କୌଣସି ବ୍ୟକ୍ତି ବିଶେଷ ହୁଅନ୍ତୁ ସେମାନଙ୍କ ଉପରେ ବିଧି ଅନୁସାରେ, ବିଶ୍ୱ ବିଦ୍ୟାଳୟର ନିୟମ ଅନୁସାରେ ଯାହା ଆବଶ୍ୟକ ତାହା କରିବେ । ଛାତ୍ର ସଂସଦ ନିର୍ବାଚନକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ସରକାର ପୂର୍ବରୁ ବି କହି ସାରିଛନ୍ତି ସେହି ଅନୁଯାୟୀ ଆମେ ବି ସକରାତ୍ମକ ଅଛୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande