ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)- ସୃଷ୍ଟି ହେଲା
ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ
ହୋଇଛି । ଏହାର ପ୍ରଭାବରେ ଟ୍ବିନ୍ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି
ରହିଛି । ଏହା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଥିବା
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା