ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କୁ ସାକ୍ଷାତ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)- ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କୁ ସାକ୍ଷାତ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଫଟୋ ସେୟାର କରି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଦିଲ୍ଲୀ ଗସ୍ତ ଅବସରରେ ମାନ୍ୟବର ରାଜ
ରାଜ୍ୟ ପ୍ରଭାରୀ ବିଜୟପାଲ     ସିଂହ ତୋମାରଙ୍କୁ ସାକ୍ଷାତ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)- ରାଜ୍ୟ ପ୍ରଭାରୀ

ବିଜୟପାଲ ସିଂହ ତୋମାରଙ୍କୁ ସାକ୍ଷାତ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ଫଟୋ ସେୟାର କରି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଦିଲ୍ଲୀ ଗସ୍ତ

ଅବସରରେ ମାନ୍ୟବର ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂହ ତୋମାରଙ୍କୁ ବାସଭବନ ଠାରେ ତାଙ୍କୁ

ସୌଜନ୍ୟମୂଳକ ସାକ୍ଷାତ କରି ନୂଆଁଖାଇ ଜୁହାର ଜଣାଇବା ସହ ବିଭିନ୍ନ ବିଷୟରେ ଅଲୋଚନା କରିଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande