ତାଳଚେର ଓ ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ନାମଲେଖା ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେପ୍ରଭାତି ପରିଡା
ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)- ତାଳଚେର ଓ ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ନାମଲେଖା ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତ
ତାଳଚେର ଓ ଫୁଲବାଣୀ ସରକାରୀ     ମେଡିକାଲ କଲେଜରେ ନାମଲେଖା ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର     ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେପ୍ରଭାତି ପରିଡା


ଭୁବନେଶ୍ୱର, 3 ସେପ୍ଟେମ୍ବର (ହି.ସ.)- ତାଳଚେର ଓ

ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ନାମଲେଖା ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ତାଳଚେରର

ପବିତ୍ର ମୋହନ ମେଡିକାଲ କଲେଜ୍‌ ଏବଂ ଫୁଲବାଣୀ ମେଡିକାଲ କଲେଜ୍‌ରେ ୨୦୦ ଏମବିବିଏସସିଟ୍‌ରେ ନାମ ଲେଖା ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ଲେଟର ଅଫ୍ ପରମିସନପ୍ରଦାନ କରିଛନ୍ତି। ଏଥିସହ ସିଟ୍‌ ସଂଖ୍ୟା ବୃଦ୍ଧି ପାଇଁ ଅନୁମତି ମଧ୍ୟ ପ୍ରଦାନ

କରାଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

ଶ୍ରୀ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଉଛି। ଏହି ପଦକ୍ଷେପ ରାଜ୍ୟର ମେଡିକାଲ ଶିକ୍ଷା

ବ୍ୟବସ୍ଥାରେ ଉନ୍ନତି ଆଣିବା ସହ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ଆହୁରି ସୁଦୃଢ଼ କରିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande