ସେପ୍ଟେମ୍ବର ୨୦ ସୁଦ୍ଧା ସରିବ ସବୁ ରାସ୍ତା ମରାମତି କାମ
ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ପୂଜା ପୂର୍ବରୁ ସରିବ ରାସ୍ତାଘାଟ ମରାମତି କାମ। ପୂର୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଆସନ୍ତା ୬ ତାରିଖରେ ବଡ଼ ବୈଠକ ବସିବ। କଟକ, ଭୁବନେଶ୍ୱରର ସମସ୍ତ ବିଧାୟକ, ମେୟର, କମିଶନରଙ୍କ ସହ ପୂର୍ତ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ସେପ୍ଟେମ୍ବ
ସେପ୍ଟେମ୍ବର ୨୦ ସୁଦ୍ଧା ସରିବ ସବୁ ରାସ୍ତା ମରାମତି କାମ


ଭୁବନେଶ୍ୱର, ୦୩ ସେପ୍ଟେମ୍ବର (ହି.ସ.) - ପୂଜା ପୂର୍ବରୁ ସରିବ ରାସ୍ତାଘାଟ ମରାମତି କାମ। ପୂର୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଆସନ୍ତା ୬ ତାରିଖରେ ବଡ଼ ବୈଠକ ବସିବ। କଟକ, ଭୁବନେଶ୍ୱରର ସମସ୍ତ ବିଧାୟକ, ମେୟର, କମିଶନରଙ୍କ ସହ ପୂର୍ତ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ସେପ୍ଟେମ୍ବର ୨୦ ସୁଦ୍ଧା ସବୁ ରାସ୍ତାର ମରାମତି କାମ ସରିବ। ଏ ନେଇ ୬ ତାରିଖ ବୈଠକରେ ରୋଡ ମ୍ୟାପ ପ୍ରସ୍ତୁତ ହେବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande