ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହାଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଶାରଦୀୟ ମହାଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରି ଦିଅନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ଅନିଲ