‘ଛତର ଯାତ୍ରା’ ଅବସରରେ ଶୁଭକାମନା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.)କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଛତର ଯାତ୍ରା’ ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି., କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ଵରୀଙ୍କ ‘ଛତର ଯାତ୍ରା’ ଅବସରରେ ଶୁଭକାମନା । ଏହି ଯାତ୍ରା ଆସ୍ଥା ଓ ବିଶ୍ୱା
‘ଛତର ଯାତ୍ରା’ ଅବସରରେ ଶୁଭକାମନା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.)କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଛତର ଯାତ୍ରା’ ଅବସରରେ ଶୁଭକାମନା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି., କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ଵରୀଙ୍କ ‘ଛତର ଯାତ୍ରା’ ଅବସରରେ ଶୁଭକାମନା । ଏହି ଯାତ୍ରା ଆସ୍ଥା ଓ ବିଶ୍ୱାସର ଅନନ୍ୟ ପର୍ବ । ମା’ଙ୍କ ପାଖରେ ଜଗତର କଲ୍ୟାଣ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande