ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଦୁର୍ଗାପୂଜାର ଶାରଦୀୟ ଅଭିନନ୍ଦନ ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ଦୁର୍ଗାପୂଜାର ଶାରଦୀୟ ଅଭିନନ୍ଦନ। କରୁଣାରେ ଭରା ମା' ଦୁର୍ଗାଙ୍କ ଆଶୀର୍ବାଦ ସଭିଙ୍କ ଉପରେ ରହିଥାଉ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ