ତେଲକୋଇ ନିର୍ବାଚନ ମଣ୍ଡଳୀ କାର୍ଯ୍ୟକର୍ତ୍ତାଙ୍କ ବୈଠକ
କେନ୍ଦୁଝର, 4 ସେପ୍ଟେମ୍ବର (ହି.ସ.) ଆଜି କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଶୁକଦେବ ମହାନ୍ତଙ୍କ ଅଧ୍ୟକ୍ଷତାରେ ତେଲକୋଇ ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ଅନନ୍ତ ନାୟକ ଯୋଗଦେଇ ନିର୍ବାଚନ ମଣ୍ଡଳୀରେ ହେଉଥିବା ବିକାଶ
ତେଲକୋଇ ନିର୍ବାଚନ ମଣ୍ଡଳୀ କାର୍ଯ୍ୟକର୍ତ୍ତାଙ୍କ ବୈଠକ


କେନ୍ଦୁଝର, 4 ସେପ୍ଟେମ୍ବର (ହି.ସ.)

ଆଜି କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଶୁକଦେବ ମହାନ୍ତଙ୍କ ଅଧ୍ୟକ୍ଷତାରେ ତେଲକୋଇ ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ଅନନ୍ତ ନାୟକ ଯୋଗଦେଇ ନିର୍ବାଚନ ମଣ୍ଡଳୀରେ ହେଉଥିବା ବିକାଶ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଡ଼ ଫକିର ମୋହନ ନାୟକଙ୍କ ସହ ନିର୍ବାଚନ ମଣ୍ଡଳୀର ପ୍ରମୁଖ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande