ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟର ଙ୍କୁ ଭେଟିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟର ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲି।
---------------
ହିନ୍ଦୁସ୍ଥାନ ସମାଚାର / ଅନିଲ