ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଜଙ୍ଗଲ , ପରିବେଶ ଏବଂ ଜଳବାୟୁ ପରିବର୍
ନୂଆଦିଲ୍ଲୀରେ     କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ନୂଆଦିଲ୍ଲୀରେ

କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଜଙ୍ଗଲ ,

ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର

ଯାଦବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ପରିବେଶ ସୁରକ୍ଷା,

ବନ ସଂରକ୍ଷଣ, ଜଳବାୟୁ ଅନୁକୂଳତା ଏବଂ ବୃହତ୍ତର ବିକାଶ ଆଦି ବିଷୟଗୁଡିକ ଉପରେଆଲୋଚନା ହେଲା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande