ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ଡ.
କୁଞ୍ଜବିହାରୀ ତ୍ରିପାଠୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ
ଶିକ୍ଷାବିତ୍ ତଥା ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା