ପବିତ୍ର ବାମନ ଜନ୍ମର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.) - ପବିତ୍ର ବାମନ ଜନ୍ମର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାମନ ଜନ୍ମ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ----
ପବିତ୍ର ବାମନ ଜନ୍ମର     ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)

- ପବିତ୍ର ବାମନ

ଜନ୍ମର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାମନ ଜନ୍ମ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ

ଅଭିନନ୍ଦନ ଓ ଶୁଭେଚ୍ଛା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande