ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ବାମନ ଜନ୍ମ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗଣଶିକ୍ଷା ମନ୍ତ୍ରୀ
ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭଗବାନ ବିଷ୍ଣୁଙ୍କ
ପଞ୍ଚମ ଅବତାର,
ବାମନ ଜନ୍ମ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ
ଅଭିନନ୍ଦନ। ଭାଦ୍ରବ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ
ହୁଏ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା