ପ୍ରଭୁ ବାମନଙ୍କ ଜନ୍ମର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ପ୍ରଭୁ ବାମନଙ୍କ ଜନ୍ମର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭଗବାନ ବିଷ୍ଣୁଙ୍କ ପଞ୍ଚମ ଅବତାର ପ୍ରଭୁ ବାମନଙ୍କ ଜନ୍ମର ଶୁଭ ଅବସରରେ ସମସ୍ତଙ୍
ପ୍ରଭୁ ବାମନଙ୍କ ଜନ୍ମର     ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 4 ସେପ୍ଟେମ୍ବର (ହି.ସ.)- ପ୍ରଭୁ ବାମନଙ୍କ

ଜନ୍ମର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭଗବାନ ବିଷ୍ଣୁଙ୍କ ପଞ୍ଚମ ଅବତାର ପ୍ରଭୁ ବାମନଙ୍କ

ଜନ୍ମର ଶୁଭ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande