ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ ସେପ୍ଟେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୫ ସେପ୍ଟେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥ।।ନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୬ ତାରିଖରେ ସମ୍ଭାବ୍ୟ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖରେ ସମ୍ଭାବ୍ୟ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖରେ ସମ୍ଭାବ୍ୟ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୯ ତାରିଖରେ ସମ୍ଭାବ୍ୟ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖ ଓ ୧୧ ତାରିଖ ପାଇଁ କୌଣସି ଚେତାବନୀ ନାହିଁ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande