ଉମରକୋଟ ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ସୁଧାଂଶୁ ଦାସ ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର,୦୬ ସେପ୍ଟେମ୍ବର (ହି.ସ.)- ଦଳ ବିରୋଧୀ କାର୍ଯ୍ୟ ପାଇଁ ନବରଙ୍ଗପୁର ଜିଲ୍ଲା ଉମରକୋଟ ମ୍ୟୁନିସିପାଲିଟିର ଉପାଧ୍ୟକ୍ଷ ସୁଧାଂଶୁ ଦାସଙ୍କୁ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଜନତା ଦଳରୁ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ବିଜ୍ଞପ୍ତିରେ ଏହା ଜଣାଇଛନ୍
ଉମରକୋଟ ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ସୁଧାଂଶୁ ଦାସ ବିଜେଡିରୁ ନିଲମ୍ବିତ


ଭୁବନେଶ୍ୱର,୦୬ ସେପ୍ଟେମ୍ବର (ହି.ସ.)- ଦଳ ବିରୋଧୀ କାର୍ଯ୍ୟ ପାଇଁ ନବରଙ୍ଗପୁର ଜିଲ୍ଲା ଉମରକୋଟ ମ୍ୟୁନିସିପାଲିଟିର ଉପାଧ୍ୟକ୍ଷ ସୁଧାଂଶୁ ଦାସଙ୍କୁ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଜନତା ଦଳରୁ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ବିଜ୍ଞପ୍ତିରେ ଏହା ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande