ଭୁବନେଶ୍ୱର, 6 ସେପ୍ଟେମ୍ବର (ହି.ସ.)- ରାଜ୍ୟରେ ଆଜି
ବି ବର୍ଷିବ । ଉତ୍ତର ପୂର୍ବ ଆରବସାଗରରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଟ୍ରପ୍ ଲାଇନ
ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ
ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା