ଶ୍ରୀମଦ୍ ଭାଗବତ ଜନ୍ମୋତ୍ସବର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ଶ୍ରୀମଦ୍ ଭାଗବତ ଜନ୍ମୋତ୍ସବର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଗବତ ଗ୍ରନ୍ଥ ଓଡ଼ିଶାବାସୀଙ୍କ ସ୍ୱାଭିମାନ ଓ ଅସ୍ମିତାର ପରିଚୟ। ଭାଗବତ ଓଡ଼
ଶ୍ରୀମଦ୍ ଭାଗବତ ଜନ୍ମୋତ୍ସବର     ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ଶ୍ରୀମଦ୍ ଭାଗବତ

ଜନ୍ମୋତ୍ସବର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଗବତ ଗ୍ରନ୍ଥ ଓଡ଼ିଶାବାସୀଙ୍କ ସ୍ୱାଭିମାନ ଓ

ଅସ୍ମିତାର ପରିଚୟ। ଭାଗବତ ଓଡ଼ିଆ ଜାତିର ସାହିତ୍ୟିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଜାଗରଣରେ ସହାୟକ ହୋଇଛି । ଆଜି ପବିତ୍ର ଭାଗବତ ଜନ୍ମ ଅବସରରେ

ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande