ପବିତ୍ର ଇନ୍ଦୁ ପୂର୍ଣ୍ଣିମା ଓ ଭାଗବତ ଜନ୍ମର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ପବିତ୍ର ଇନ୍ଦୁ ପୂର୍ଣ୍ଣିମା ଓ ଭାଗବତ ଜନ୍ମର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଓଁ ନମଃ ଭଗବତେ ବାସୁଦେବାୟ । ପବିତ୍ର ଇନ୍ଦୁ ପୂର୍
ପବିତ୍ର ଇନ୍ଦୁ ପୂର୍ଣ୍ଣିମା     ଓ ଭାଗବତ ଜନ୍ମର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ପବିତ୍ର ଇନ୍ଦୁ

ପୂର୍ଣ୍ଣିମା ଓ ଭାଗବତ ଜନ୍ମର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଓଁ ନମଃ ଭଗବତେ ବାସୁଦେବାୟ

। ପବିତ୍ର ଇନ୍ଦୁ ପୂର୍ଣ୍ଣିମା ଓ ଭାଗବତ ଜନ୍ମ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande