ନିମାପଡ଼ା-ବଳଙ୍ଗା ମୁଖ୍ୟ ରାସ୍ତାର ଉନ୍ନତିକରଣ କାର୍ଯ୍ୟର ଶୁଭ ଦେବା କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଭାତି ପରିଡା
ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ନିମାପଡ଼ା-ବଳଙ୍ଗା ମୁଖ୍ୟ ରାସ୍ତାର ଉନ୍ନତିକରଣ କାର୍ଯ୍ୟର ଶୁଭ ଦେବା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଜି ନିମାପଡ଼ା ଗସ୍ତରେ
ନିମାପଡ଼ା-ବଳଙ୍ଗା ମୁଖ୍ୟ     ରାସ୍ତାର ଉନ୍ନତିକରଣ କାର୍ଯ୍ୟର ଶୁଭ ଦେବା କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଭାତି ପରିଡା


ଭୁବନେଶ୍ୱର, 7 ସେପ୍ଟେମ୍ବର (ହି.ସ.)- ନିମାପଡ଼ା-ବଳଙ୍ଗା

ମୁଖ୍ୟ ରାସ୍ତାର ଉନ୍ନତିକରଣ କାର୍ଯ୍ୟର ଶୁଭ ଦେବା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ଆଜି ନିମାପଡ଼ା ଗସ୍ତରେ ୩୬ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବ୍ୟୟରେ କାର୍ଯ୍ୟକାରୀ ହେବାକୁ ଥିବା

ନିମାପଡ଼ା-ବଳଙ୍ଗା ମୁଖ୍ୟ ରାସ୍ତାର ଉନ୍ନତିକରଣ କାର୍ଯ୍ୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ

କାର୍ଯ୍ୟକ୍ରମରେ ଯୋଗ ଦେଲି। ଏହି ପ୍ରକଳ୍ପ ଦ୍ଵାରା ପ୍ରାୟ ୧୪ କିଲୋମିଟର ରାସ୍ତାରେ

ଜନସାଧାରଣଙ୍କ ଗମନାଗମନ ସୁଗମ ହେବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande