ନୂଆପଡ଼ା ବିଧାୟକଙ୍କ ବିୟୋଗରେ ମନ୍ତ୍ରୀ ରବି ନାଏକଙ୍କ ଶୋକ
ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.)- ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି ପଂଚାୟତିରାଜ ମନ୍ତ୍ରୀ ରବି ନାଏକ ଏକ୍ସରେ ଲେଖିଛନ୍ତି। ସେ ଲେଖିଛନ୍ତି ମା’ସମଲେଇଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ
ନୂଆପଡ଼ା ବିଧାୟକଙ୍କ ବିୟୋଗରେ ମନ୍ତ୍ରୀ ରବି ନାଏକଙ୍କ ଶୋକ


ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.)- ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି ପଂଚାୟତିରାଜ ମନ୍ତ୍ରୀ ରବି ନାଏକ ଏକ୍ସରେ ଲେଖିଛନ୍ତି। ସେ ଲେଖିଛନ୍ତି ମା’ସମଲେଇଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଓଁ ଶାନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande