ଉପରାଷ୍ଟ୍ରପତି ନିର୍ବାଚନରେ ମତଦାନରୁ ବିରତ ରହିବ ବିଜେଡି - ସସ୍ମିତ ପାତ୍ର
ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.)- ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମତଦାନରୁ ବିରତ ରହିବ। ଆଜି ଏନେଇ ଦଳର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଉଭୟ ଏନଡିଏ ଓ ଇଣ୍ଡି ମେଂଟଠାରୁ ସମଦୂରତା ବଜାୟ ରଖିଛି। ଏଣୁ ଦଳ ସଭାପତି ନ
ଉପରାଷ୍ଟ୍ରପତି ନିର୍ବାଚନରେ ମତଦାନରୁ ବିରତ ରହିବ ବିଜେଡି - ସସ୍ମିତ ପାତ୍ର


ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.)- ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମତଦାନରୁ ବିରତ ରହିବ। ଆଜି ଏନେଇ ଦଳର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଉଭୟ ଏନଡିଏ ଓ ଇଣ୍ଡି ମେଂଟଠାରୁ ସମଦୂରତା ବଜାୟ ରଖିଛି। ଏଣୁ ଦଳ ସଭାପତି ନବୀନ ପଟ୍ଟନାୟକ ଏହି ନିଷ୍ପତି ନେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande