ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ୧୦ ଜାନୁୟାରୀ (ହି.ସ)- ଆସନ୍ତା ଜାନୁଆରୀ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍
ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ


ଭୁବନେଶ୍ୱର, ୧୦ ଜାନୁୟାରୀ (ହି.ସ)- ଆସନ୍ତା ଜାନୁଆରୀ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande