ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା । ଦୂଷିତ ପାଣି ରୁ ବ୍ୟାପିଥିଲା ଜଣ୍ଡିସ
ଭୁବନେଶ୍ୱର, 10 ଜାନୁଆରି (ହି.ସ.)ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବାର କାରଣ ସାମ୍ନାକୁ ଆସିଛି। ସ୍କୁଲ ରୋଷେଇ ଘରେ ପାଇପ ଫାଟି ପାଣି ଦୂଷିତ ହୋଇଥିଲା । ସେହି ପାଣିରୁ ଜଣ୍ଡିସ ବ୍ୟାପିଥିବା ସ୍ପଷ୍ଟ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ
ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା । ଦୂଷିତ ପାଣି ରୁ ବ୍ୟାପିଥିଲା ଜଣ୍ଡିସ


ଭୁବନେଶ୍ୱର, 10 ଜାନୁଆରି (ହି.ସ.)ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବାର କାରଣ ସାମ୍ନାକୁ ଆସିଛି। ସ୍କୁଲ ରୋଷେଇ ଘରେ ପାଇପ ଫାଟି ପାଣି ଦୂଷିତ ହୋଇଥିଲା । ସେହି ପାଣିରୁ ଜଣ୍ଡିସ ବ୍ୟାପିଥିବା ସ୍ପଷ୍ଟ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ କହିଛନ୍ତି ପାଣି ରିପୋର୍ଟ ଆସିବା ପରେ ଏହା ଜଣାପଡ଼ିଛି । ତେଣୁ ପାନୀୟ ଜଳ ଯୋଗାଣ ହେଉ କିମ୍ବା ୱାଟକୋ ସମସ୍ତେ କିଭଳି ସ୍ୱଚ୍ଛ ପାନୀୟ ପାଣି ଯୋଗାଇ ଦେବେ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜଣ୍ଡିସ ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି ।

.......

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande