ଫୁଲବାଣୀ, ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଶନିବାର ସକାଳେ ରାଜ୍ୟର ଫୁଲବାଣୀ ଓ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande