ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ
ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ ହୋଇଛି । ସେହିପରି କଟକ, ଖୋର୍ଦ୍ଧା, ଜଗତସିଂହପୁରରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହ
ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ


ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ ହୋଇଛି ।

ସେହିପରି କଟକ, ଖୋର୍ଦ୍ଧା, ଜଗତସିଂହପୁରରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande