ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ
ଜୟପୁର, ୧୨ ଜାନୁଆରି (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଉମୁରି ଗ୍ରାମର କେଶବ ଚୌଧୁରି। ସୂଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଉମୁରି ଗ୍ରାମ ରାସ୍ତାରେ ଚଢାଉ କରି ୮ ଲିଟର
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର, ୧୨ ଜାନୁଆରି (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଉମୁରି ଗ୍ରାମର କେଶବ ଚୌଧୁରି। ସୂଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଉମୁରି ଗ୍ରାମ ରାସ୍ତାରେ ଚଢାଉ କରି ୮ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତକୁ ଆଜି ସଂନ୍ଧ୍ୟା ୫ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୁଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande