ଭୁବନେଶ୍ୱର, ୧୨ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
12 Jan 2026
ବଲାଙ୍ଗିର, 12 ଜାନୁଆରି (ହି.ସ.) ଆଜି ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠାନର ନର୍ସିଂ ବିଭାଗର ଛାତ୍ରଛାତ୍ରୀ ମାନଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମଟିର ମୂଳ ସ୍ଲୋଗାନ ଥିଲା, ଦୟା ସହିତ ଯତ୍ନ ନେବା ଏବଂ ସମର୍ପଣ ସହିତ ଆରୋଗ୍ୟ କରିବା (CARING WITH COMP..
କେନ୍ଦ୍ରାପଡ଼ା, ୧୨.୦୧.୨୦୨୫, କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯ..
କେନ୍ଦ୍ରାପଡ଼ା,୧୨.୦୧.୨୦୨୫, କେନ୍ଦ୍ରାପଡ଼ା ସ୍ୱଂଶାସିତ ମହାବିଦ୍ୟାଳୟ ଠାରେ ଜିଲ୍ଲା ମହୋତ୍ସବ ପଲ୍ଲିଶ୍ରୀ ମେଳା ଏବଂ ଆତ୍ମନିର୍ଭର ଭାରତ ସ୍ବଦେଶୀ ମେଳା ଉଦଘାଟିତ ହୋଇଯାଇଛି | ଓଡିଶା ସରକାରଙ୍କ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କୃଷ୍ଣ ଚନ୍ଦ୍ର..
ଭଦ୍ରକ, ୧୨ ଜାନୁଆରୀ (ହି.ସ.) - ରାଜ୍ୟର ବହୁ ପୁରାତନ ଶୈବକ୍ଷେତ୍ର ଭାବେ ପରିଚିତ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ପୀଠରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦ୍ୱାରା ଆଭାସି ମାଧ୍ୟମରେ ନୂତନ ଆରଡି ଅଟଳ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନ ଉତ୍ସବରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ,..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha