ଜାତୀୟ ଯୁବ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 12 ଜାନୁଆରି (ହି.ସ.)- ଜାତୀୟ ଯୁବ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଯୁବ ଦିବସ ଯୁବବର୍ଗଙ୍କ ଆଦର୍ଶ, ଆମ ସମସ୍ତଙ୍କ ପ୍ରେରଣାର ଉତ୍ସ ସ୍ୱାମୀ ବିବେକାନନ୍ଦଙ୍କ
ଯୁବ ଦିବସ


ଭୁବନେଶ୍ୱର, 12 ଜାନୁଆରି (ହି.ସ.)- ଜାତୀୟ ଯୁବ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଯୁବ ଦିବସ ଯୁବବର୍ଗଙ୍କ

ଆଦର୍ଶ, ଆମ ସମସ୍ତଙ୍କ ପ୍ରେରଣାର ଉତ୍ସ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀରେ

ବିନମ୍ର ପ୍ରଣାମ। ତାଙ୍କର ନୀତି, ଆଦର୍ଶ ଏବଂ ଆଧ୍ୟାତ୍ମିକ ଚିନ୍ତାଧାରା,

ସମାଜର

କଲ୍ୟାଣ ପାଇଁ ଯୁଗ ଯୁଗ ଧରି ସମଗ୍ର ବିଶ୍ୱକୁ ମାର୍ଗଦର୍ଶନ କରୁଥିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande