ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 12 ଜାନୁଆରି (ହି.ସ.)- ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରାପଡ଼ାର ଲୋକପ୍ରିୟ ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ହାର୍ଦ୍ଦିକ
ବୈଜୟନ୍ତ ପଣ୍ଡା


ଭୁବନେଶ୍ୱର, 12 ଜାନୁଆରି (ହି.ସ.)- ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରାପଡ଼ାର

ଲୋକପ୍ରିୟ ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ନିକଟରେ ଆପଣଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande