ଡିଭାଇଡରରେ ପିଟିହେଲା ସ୍କୁଟି : ଜଣେ ମୃତ, ୧ ଗୁରୁତର
ଖୋର୍ଦ୍ଧା, ୧୩ ଜାନୁଆରୀ (ହି.ସ.)- ଭୁବନେଶ୍ୱର ଆଇଆଇଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରରେ ସ୍କୁଟି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି । ମୃତକ ହେଲେ ପିଏଚଡି ଛାତ୍ର ଶଙ୍ଖ ଶୁଭ୍ର ଚକ୍ରବର୍ତ୍ତୀ । ସାଙ୍ଗରେ ଥିବା ଛାତ୍ର ଶକ୍ତି ଶ୍ରୀବାସ୍ତବ ଗୁରୁତର ହ
IIT


ଖୋର୍ଦ୍ଧା, ୧୩ ଜାନୁଆରୀ (ହି.ସ.)- ଭୁବନେଶ୍ୱର ଆଇଆଇଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରରେ ସ୍କୁଟି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି । ମୃତକ ହେଲେ ପିଏଚଡି ଛାତ୍ର ଶଙ୍ଖ ଶୁଭ୍ର ଚକ୍ରବର୍ତ୍ତୀ । ସାଙ୍ଗରେ ଥିବା ଛାତ୍ର ଶକ୍ତି ଶ୍ରୀବାସ୍ତବ ଗୁରୁତର ହୋଇଥିଲେ। ତେବେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଜଟଣୀ ପୋଲିସ ଘଟଣାସ୍ଥଳରେ ତଦନ୍ତ କରୁଛି । ତେବେ ଏହି ଦୁର୍ଘଟଣା ସୋମବାର ବିଳମ୍ବିତ ରାତିରେ ଘଟିଥିବା ଜଣାପଡିଛି । ହେଲେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande