ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପାରାଦ୍ଵୀପ ବିଧାୟକ ତଥା ଶିଳ୍ପ, ଦକ୍ଷତା ବିକାଶ
ସଂପଦ ସ୍ୱାଇଁ


ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ଦକ୍ଷତା

ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.

ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପାରାଦ୍ଵୀପ

ବିଧାୟକ ତଥା ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ସ୍ୱାଇଁଙ୍କୁ ଜନ୍ମଦିନର ଅନେକ

ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁଙ୍କ ନିକଟରେ ଆପଣଙ୍କ ସୁଖ, ସମୃଦ୍ଧି ଏବଂ ମଙ୍ଗଳମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande