ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୨୧ ଟି ଜନ ଜାତୀୟ ମାତୃଭାଷାରେ ପାଠ ପଢିବେ ଅଙ୍ଗନବାଡ଼ି ପିଲା । ଏହା ସହ ବାଲ୍ୟ ବିବାହ ନିବାରଣ ପାଇଁ ରାଜ୍ୟ ବ୍ୟାପି ୧୦୦ ଦିନିଆ ଅଭିଯାନର
ଆମେ ପଢ଼ିବା ଆମ ଭାଷାରେ     କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା


ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ

କରିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୨୧ ଟି ଜନ ଜାତୀୟ ମାତୃଭାଷାରେ ପାଠ ପଢିବେ

ଅଙ୍ଗନବାଡ଼ି ପିଲା । ଏହା ସହ ବାଲ୍ୟ ବିବାହ ନିବାରଣ ପାଇଁ ରାଜ୍ୟ ବ୍ୟାପି ୧୦୦ ଦିନିଆ ଅଭିଯାନର

ଆଜି ଶୁଭାରମ୍ଭ କରାଯିବ । ସେହିପରି କିଶୋରୀ ମାନଙ୍କର ଗର୍ଭ ଧାରଣ ରୋକିବା ପାଇଁ ସଚେତନତା

ପଦକ୍ଷେପ ନିଆଯିବ । ବରପାଲି ବରଗଡ଼ ଜିଲ୍ଲାରେ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ଓ ବୌଦ୍ଧ, କନ୍ଧମାଳରେ ଷ୍ଟାପ କ୍ୱାଟର ଉଦ୍ଘାଟନ କରିବେ ଉପମୁଖ୍ୟମନ୍ତ୍ରୀ

ପ୍ରଭାତି ପରିଡ଼ା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande