ଓଡ଼ିଶାର ବରପୁତ୍ର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ଓଡ଼ିଶାର ବରପୁତ୍ର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ପ
ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ଓଡ଼ିଶାର

ବରପୁତ୍ର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ସ୍ମୃତିଚାରଣ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଓଡ଼ିଶାର ବରପୁତ୍ର

ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande