ବ୍ୟାସକବି ଫକୀର ମୋହନ ସେନାପତିଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ବ୍ୟାସକବି ଫକୀର ମୋହନ ସେନାପତିଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟର କିମ୍ବଦନ୍ତୀ ପୁରୁଷ, ବ୍ୟାସକବି ଫକୀର
ବ୍ୟାସକବି ଫକୀର ମୋହନ     ସେନାପତିଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ବ୍ୟାସକବି

ଫକୀର ମୋହନ ସେନାପତିଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟର କିମ୍ବଦନ୍ତୀ

ପୁରୁଷ,

ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ

ପ୍ରଣାମ। ଓଡ଼ିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ତାଙ୍କର ସଂଗ୍ରାମ ଏବଂ କାଳଜୟୀ ସାହିତ୍ୟ

ଓଡ଼ିଆ ଜାତି ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande