
ଭୁବନେଶ୍ୱର, 14 ଜାନୁଆରି (ହି.ସ.)- 'ବ୍ୟାସକବି' ଫକୀରମୋହନ ସେନାପତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର
ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସାହିତ୍ୟର
ଯୁଗାନ୍ତକାରୀ ସ୍ରଷ୍ଟା ତଥା ଆଧୁନିକ ଓଡ଼ିଆ ଗଳ୍ପର ଜନକ 'ବ୍ୟାସକବି' ଫକୀରମୋହନ ସେନାପତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା