ପବିତ୍ର ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ପବିତ୍ର ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତିର ଶୁଭ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ
ଶୁଭେଚ୍ଛେ


ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ପବିତ୍ର ମକର

ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତିର ଶୁଭ ଅବସରରେ ସମସ୍ତଙ୍କୁ

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande