ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତିରେ ଜନ୍ମିତ ବ୍ୟାସକବି ଫକୀର ମୋ
ଫକିର ମୋହନ


ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ବ୍ୟାସକବି

ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତିରେ

ଜନ୍ମିତ ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ଭାଷା ସାହିତ୍ୟ ଜଗତର ଉଜ୍ଜ୍ୱଳତମ ତାରକା ।

ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀରୁ ଆରମ୍ଭ କରି ଅନେକ ଉପନ୍ୟାସ, ଜୀବନୀ ଏବଂ କ୍ଷୁଦ୍ରଗଳ୍ପ ରଚନା ଜରିଆରେ ସେ ଚିର ସ୍ମରଣୀୟ । ଏହି

ମହାନ ସାରସ୍ୱତ ସାଧକଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande