ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ସସ୍‌ପେଣ୍ଡ
ଭୁବନେଶ୍ୱର, ୧୫ ଜାନୁୟାରୀ (ହି.ସ)- ୨ ବିଧାୟକଙ୍କୁ ସସ୍‌ପେଣ୍ଡ କରିଛି ବିଜେଡି। ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ନେଇ ଗୁରୁବାର ବିଜୁ ଜନତା ଦଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଉଭୟଙ୍କୁ
ବରହକକକ


ୁପହରଗକଗହ


ଭୁବନେଶ୍ୱର, ୧୫ ଜାନୁୟାରୀ (ହି.ସ)- ୨ ବିଧାୟକଙ୍କୁ ସସ୍‌ପେଣ୍ଡ କରିଛି ବିଜେଡି। ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ନେଇ ଗୁରୁବାର ବିଜୁ ଜନତା ଦଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଉଭୟଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଲମ୍ବନ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande