ଯାଜପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ବିଜେଡିରୁ ସସପେଣ୍ଡ
ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.) - ବିଜେଡିରୁ ଯାଜପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳୀନି ପ୍ରଭା ଜେନା ସସ୍‌ପେଣ୍ଡ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନଳୀନିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ଦଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ---------------
ବଗକଦଗଚ


ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.) - ବିଜେଡିରୁ ଯାଜପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳୀନି ପ୍ରଭା ଜେନା ସସ୍‌ପେଣ୍ଡ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନଳୀନିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ଦଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande